ହିନ୍ଦୁ ପ୍ରସଙ୍ଗରେ ପୁଣି ବାଂଲାଦେଶକୁ ଆମେରିକାର ଚେତାବନୀ, ୟୁନୁସଙ୍କୁ ଆସିଲା ଫୋନ୍ ନୂଆଦିଲ୍ଲୀ, ୨୪ା୧୨: ବାଂଲାଦେଶରେ ଶେଖ ହସିନା ଯିବା ପରେ ହିନ୍ଦୁ ମାନଙ୍କ ଉପରେ ବଢୁଥିବା ଆକ୍ରମଣକୁ ନେଇ ଭାରତ ସମେତ ଆମେରିକା ମଧ୍ୟ ଲଗାତାର ଚିନ୍ତା ପ୍ରକଟ କରିଛି। ସଂଖ୍ୟାଲଘୁଙ୍କ ପ୍ରସଙ୍ଗରେ ଆମେରିକାର ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଜାକ ସଲିଭାନ୍...