ଟ୍ରମ୍ପଙ୍କ ବଡ଼ ଖୁଲାସା: କହିଲେ ବିଦେଶୀ ଛାତ୍ରମାନଙ୍କୁ ନିଷେଧ କଲେ ବନ୍ଦ ହୋଇପାରେ… ଓ୍ବାଶିଂଟନ,୧୨ା୧୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାରେ ବିଦେଶୀ ଛାତ୍ରମାନଙ୍କୁ ପଢ଼ିବାକୁ ଅନୁମତି ଦେବା ପାଇଁ ସମର୍ଥନ କରିଛନ୍ତି। ସେ କହିଛନ୍ତି ଯେ, ଏହା କେବଳ ଦେଶର ଶିକ୍ଷା ବ୍ୟବସ୍ଥାକୁ ମଜବୁତ କରେ ନାହିଁ ବରଂ ଆର୍ଥିକ ଦୃଷ୍ଟିରୁ ମଧ୍ୟ...