ରାସ୍ତାକଡ଼ରେ ଅସୁରକ୍ଷିତ ବାଉଁଶ ହୋର୍ଡିଂ କେନ୍ଦୁଝର,୩୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଗାନ୍ଧୀ ଛକ ନିକଟରେ ଦୀର୍ଘ ଦେଢ଼ ବର୍ଷ ହେବ ଏକ ଭଙ୍ଗା ହୋର୍ଡିଂ ରାସ୍ତାକଡ଼ରେ ରହିଥିଲେ ହେଁ ଉଠାଯାଉ ନ ଥିବାରୁ ବଡ଼ ଦୁର୍ଘଟଣା ଘଟିବାର ଆଶଙ୍କା ରହିଛି। ଏଣୁ ତୁରନ୍ତ ହଠାଇଦେବାକୁ ସ୍ଥାନୀୟ…