ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ ଚାଷୀମାନେ ମଧ୍ୟ ଚିନ୍ତାରେ ପଡିଛନ୍ତି। ଏହାରି ମଧ୍ୟରେ କୃଷକଙ୍କ ଲାଗି ଖୁସି ଖବର...