ଭୁବନେଶ୍ୱର,୧୮ା୯: ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛି କଂଗ୍ରେସ। କଂଗ୍ରେସ ବିଧାୟକ ଦଳ ନେତା ବାଚସ୍ପତିଙ୍କୁ ଏନେଇ ଚିଠି ଦେଇଛନ୍ତି। ସିପିଏମ୍ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ସମର୍ଥନ…