ଅସ୍ବାଭାବିକ ଋତୁ ପରିବର୍ତ୍ତନ ଜୀବଜଗତର ଆଚରଣ ବଦଳାଉଛି ଓ୍ବାଶିଂଟନ୍ ,୧୬ା୩: ଜଳବାୟୁ ପରିବର୍ତ୍ତନ ଏବେ ବିଶ୍ୱ ସମାଜ ପାଇଁ ସବୁଠୁ ଚିନ୍ତାଜନକ ହୋଇପଡ଼ିଛି। ଜଳବାୟୁ ପରିବର୍ତ୍ତନର ଦୀର୍ଘସୂତ୍ରୀ ପ୍ରଭାବ ମାନବ ସମାଜ ପାଇଁ କେତେ ଅନିଷ୍ଟକର, ତାହା ସମସ୍ତେ ହୃଦୟଙ୍ଗମ କରୁଥିଲେ ହେଁ ବାସ୍ତବ ଭାବେ ପ୍ରକୃତି ଓ ପରିବେଶର…