ରାମ ଲଲ୍ଲାଙ୍କ ଦର୍ଶନ ପାଇଁ ଯାଉଥିବା ସମୟରେ ୟୁପି କଂଗ୍ରେସ ସଭାପତି ଅଜୟ ରାୟ ହାଉସ ଆରେଷ୍ଟ ଲକ୍ଷ୍ନୌ,୩୦।୬: ପୋଲିସ ଉତ୍ତର ପ୍ରଦେଶ କଂଗ୍ରେସ ସଭାପତି ଅଜୟ ରାୟଙ୍କୁ ଗୃହବନ୍ଦୀ କରିଛି। ଅଜୟ ରାୟ ଆଜି (ମଙ୍ଗଳବାର, ଜୁନ ୩୦) ରାମ ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ଥିଲା। ସେ ସୋମବାର (ଜୁନ ୨୯) ରେ ଅଯୋଧ୍ୟାରେ ପହଞ୍ଚିଥିଲେ ଏବଂ…