ଛାତି ଥରାଇଦେବ କାହାଣୀ; ନିଜ ଝିଅକୁ ଗଣବଳାତ୍କାର କରାଇଲେ ମାଆ, ଧର୍ମ ପରିବର୍ତ୍ତନ… ଲକ୍ଷ୍ନୌ,୧୩।୧: ଉତ୍ତର ପ୍ରଦେଶର ମୋରାଦାବାଦରୁ ସମ୍ପର୍କକୁ ଲଜ୍ଜିତ କରୁଥିବା ଏକ ଘଟଣା ସାମ୍ନାକୁ ଆସିଛି । ମାଜୋଲା ଥାନା ଅଞ୍ଚଳରେ, ଜଣେ ନାବାଳିକା ଝିଅ ତାଙ୍କ ନିଜ ମାଆ, ଜଣେ ଯୁବକଙ୍କ ସମେତ ଛଅ ଜଣଙ୍କ ଉପରେ ଗଣବଳାତ୍କାର ଏବଂ ଧର୍ମ…