ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଉପରେ ରୋକ ଲଗାଇଲେ ହାଇକୋର୍ଟ; ନୂଆ ଲିଷ୍ଟ ଜାରି କରିବାକୁ ନିର୍ଦ୍ଦେଶ ନୂଆଦିଲ୍ଲୀ,୧୬।୮: ୬୯ ହଜାର ଶିକ୍ଷକ ନିଯୁକ୍ତି ମାମଲାରେ ବଡ଼ ରାୟ ଦେଇଛନ୍ତି ହାଇକୋର୍ଟ। କୋର୍ଟଙ୍କ ଦୁଇଜଣିଆ ଖଣ୍ଡପୀଠ ଶିକ୍ଷକ ନିଯୁକ୍ତି ମେରିଟ୍ ଲିଷ୍ଟକୁ ଖାରଜ କରି ଦେଇଛନ୍ତି। ଏଥିସହିତ ସଂରକ୍ଷଣ ନିୟମ ୧୯୯୪ର ଧାରା-୩(୬) ଏବଂ ମୌଳିକ ଶିକ୍ଷା ନିୟମାବଳୀ...