ଭାଇରାଲ ହେଲା ମହିଳା ବିଚାରପତିଙ୍କ ଯୌନ ଉତ୍ପୀଡ଼ନ ଚିଠି, ଅଲ୍ଲାବାଦ ହାଇକୋର୍ଟଙ୍କ ମାଗିଲେ ରିପୋର୍ଟ ପ୍ରଧାନ ବିଚାରପତି ନୂଆଦିଲ୍ଲୀ, ୧୫।୧୨: ଉତ୍ତରପ୍ରଦେଶର ଜଣେ ମହିଳା ବିଚାରପତିଙ୍କ ଇଛା ମୃତ୍ୟୁ ସମ୍ପର୍କରେ ଭାଇରାଲ ଚିଠି ଉପରେ ପ୍ରଧାନ ବିଚାରପତି ଡି. ୱାଇ ଚନ୍ଦ୍ରଚୂଡ଼ ଆହ୍ଲାବାଦ ହାଇକୋର୍ଟକୁ ରିପୋର୍ଟ ତଲବ କରିଛନ୍ତି। ସୂଚନାନୁସାରେ, ବିଳମ୍ବିତ ରାତିରେ ପ୍ରଧାନ ବିଚାରପତିଙ୍କ ସୁପ୍ରିମକୋର୍ଟର ସେକ୍ରେଟେରୀ ଜେନେରାଲ…