ଆଶ୍ଚର୍ଯ୍ୟ ନୁହେଁ ସତ… ଝିଅ ନୁହେଁ ପୁଅଙ୍କୁ ହାଫ ପ୍ୟାଣ୍ଟ ପିନ୍ଧିବା-ସ୍ମାର୍ଟଫୋନ୍ ରଖିବା ନିଷେଧ ପଶ୍ଚିମ ଉତ୍ତର ପ୍ରଦେଶର ଖାପ୍ ପଞ୍ଚାୟତ ସବୁବେଳେ ନିଜ ନିଷ୍ପତ୍ତି ପାଇଁ ଶିରୋନାମାରେ ରହିଥାଏ । ସମ୍ପ୍ରତି, ବାଗପତର ବାରୌତରେ ଏକ ଖାପ୍ ପଞ୍ଚାୟତ ବୈଠକରେ ସାମାଜିକ ସଂସ୍କାର ପାଇଁ କଠୋର ପଦକ୍ଷେପ ନିଆଯାଇଛି । ଏଥିରେ ୧୮ ବର୍ଷରୁ...