ଟଙ୍କା ବଞ୍ଚାଇବାକୁ ଯାଇ କୁକୁରକୁ ଅଳିଆ ଉଠାଇବା କାମରେ ଲଗାଇଦେଲେ ମାଲିକ, ଏବେ ଲାଗିଲା ଜରିମାନା ରୋମ,୨୬।୨: ଇଟାଲୀର କାଟାନିଆ ସହରର ଜଣେ ବ୍ୟକ୍ତି ଅଳିଆ ସଂଗ୍ରହକାରୀଙ୍କ ଟଙ୍କା ସଞ୍ଚୟ କରିବା ପାଇଁ ଏପରି ଏକ ପଦ୍ଧତି ଗ୍ରହଣ କରିଛନ୍ତି ଯାହା କର୍ତ୍ତୃପକ୍ଷଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ସହର ଅଧିକାରୀମାନେ ସମ୍ପ୍ରତି ପୌରପାଳିକାରେ ସ୍ଥାପିତ ସିସି କ୍ୟାମେରା ଦ୍ୱାରା…