ଚାକିରି ଯୋଗାଇବାରେ ୟୁପିଏ ଏବଂ ଏନଡିଏ ବିଫଳ: ରାହୁଲ ଗାନ୍ଧୀ ନୂଆଦିଲ୍ଲୀ,୩।୧: ବଜେଟ ଅଧିବେଶନର ତୃତୀୟ ଦିନରେ ସଂସଦରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସ୍ୱୀକାର କରିଛନ୍ତି ଯେ, ଦେଶରେ ବେରୋଜଗାର ଯୁବକ ମାନଙ୍କୁ ଚାକିରି ଦେବାରେ ଉଭୟ ୟୁପିଏ ଏବଂ ଏନଡିଏ ସରକାର ବିଫଳ…