ବାପା ହେଲେ ସୁପରଷ୍ଟାର ରାମ ଚରଣ: ଉପାସନା ଜନ୍ମ ଦେଲେ ଯମଜ ସନ୍ତାନ ମୁମ୍ବାଇ: ଟଲିଉଡର ପାୱାର କପଲ ରାମ ଚରଣ ଏବଂ ଉପାସନା କୋନିଡେଲାଙ୍କ ଘରକୁ ଆସିଛନ୍ତି ଦୁଇ ନୂଆ ଅତିଥି। ଉପାସନା ଏକ ପୁତ୍ର ଏବଂ ଏକ କନ୍ୟା ସନ୍ତାନ (ଯମଜ)ଙ୍କୁ ଜନ୍ମ ଦେଇଛନ୍ତି। ଏହି ଖୁସି ଖବର ମେଗାଷ୍ଟାର ଚିରଞ୍ଜୀବୀ ସୋସିଆଲ…