ପୁଣି ୬ଟା ରାଜ୍ୟରେ ନିର୍ବାଚନ, ପଶ୍ଚିମବଙ୍ଗ ପରେ ନୂଆ ଗେମ୍ ଖେଳିବ ଭାଜପା!
ନୂଆଦିଲ୍ଲୀ,୬।୫: ସାମ୍ପ୍ରତିକ ସମୟରେ, ଭାରତୀୟ ରାଜନୀତିରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ବିଶେଷକରି, ଭାରତୀୟ ଜନତା ପାର୍ଟି ପୂର୍ୱ ଭାରତରେ ନିଜର ପାଦ ମଜବୁତ କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ୨୦୨୬ ପଶ୍ଚିମବଙ୍ଗ ନିର୍ୱାଚନରେ ଏହାର ଦୃଢ଼ ପ୍ରଦର୍ଶନ ପରେ…


