UPI ପେମେଣ୍ଟରେ ନୂତନ ସୀମା ନିର୍ଣ୍ଣୟ କରିବ NPCI, ଏପରି ହେଉଛି ଠକେଇ ନୂଆଦିଲ୍ଲୀ,୨୨।୧୨: ୟୁନିଫାଇଡ୍ ପେମେଣ୍ଟସ୍ ଇଣ୍ଟରଫେସ୍ (UPI) ମାଧ୍ୟମରେ ହେଉଥିବା ଆର୍ଥିକ ଜାଲିଆତିକୁ ରୋକିବା ପାଇଁ ନ୍ୟାସନାଲ ପେମେଣ୍ଟସ୍ କର୍ପୋରେସନ୍ ଅଫ୍ ଇଣ୍ଡିଆ (NPCI) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛି। ବିଶେଷ କରି UPIର ଟଙ୍କା ମାଗିବା ଏବଂ ‘Autopay’...