Tag Archives: UPI

ଆସୁଛି UPIର ‘ବାପା’, ‘ଡିଜିଟାଲ ରୁପି’ (Digital Rupee), ଏହା କ’ଣ? ବ୍ୟାଙ୍କ କିମ୍ବା ଇଣ୍ଟରନେଟ ସଂଯୋଗ ବିନା କିପରି ଟଙ୍କା ସ୍ଥାନାନ୍ତର ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୯: ମୂଳ କଥା ହେଉଛି UPI ଠାରୁ ମଧ୍ୟ ଏକ ବଡ଼ ଜିନିଷ ଆସିବାକୁ ଯାଉଛି। UPI ଶୁଳ୍କ (charges) କୁ ନେଇ ଚାଲିଥିବା ହଟଚମଟ ମଧ୍ୟରେ, ଲୋକମାନେ ଦେଶରେ ବର୍ଷ ବର୍ଷ ଧରି ଚାଲିଥିବା ଏକ ବିପ୍ଳବକୁ ଲକ୍ଷ୍ୟ କରିପାରିନାହାନ୍ତି।…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦ ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ଲାଗୁ ହେବାକୁ ଥିବା ୦.୪% ‘ମର୍ଚାଣ୍ଟ…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR) ଫ୍ରେମୱର୍କ ୧୫ ଅକ୍ଟୋବର ୨୦୨୬ରୁ ଲାଗୁ ହେବ। ଏହା ଅନୁସାରେ ୨,୦୦୦ ଟଙ୍କାରୁ…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ ‘ପର୍ସନ୍-ଟୁ-ପର୍ସନ୍'(ବ୍ୟକ୍ତିରୁ ବ୍ୟକ୍ତି)(P2P) ମଧ୍ୟରେ ହେଉଥିବା ଦେଣନେଣ ସମ୍ପୂର୍ଣ୍ଣ ମାଗଣା ରହିବ। ଅପରପକ୍ଷରେ,’ପର୍ସନ୍-ଟୁ-ମର୍ଚାଣ୍ଟ’ (P2M)…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI ପେମେଣ୍ଟ କଲେ ସରକାର ୦.୫ ପ୍ରତିଶତ ଟ୍ୟାକ୍ସ ନେବ ବୋଲି ହେଉଥିବା ଦାବିକୁ…

ଆଉ ମାଗଣା ନୁହେଁ UPI! ପ୍ରତି ଟ୍ରାଞ୍ଜାକ୍ସନ୍‌ରେ ଦେବାକୁ ପଡ଼ିବ ଏତେ ଟଙ୍କା: କେନ୍ଦ୍ରରୁ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୧।୯: UPI ବ୍ୟବହାର କରୁଥିବା ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ଆସିଛି ବଡ଼ ଅପଡେଟ୍‌। କିଛି ଦିନ ତଳେ UPI ଉପରେ ଚାର୍ଜ ଲାଗିବ ବୋଲି ଖବର ଆସିଥିଲା। ତେବେ ସରକାର ଏଭଳି ଖବରକୁ ଖଣ୍ଡନ କରିଥିଲେ ଏବଂ UPI ଉପରେ…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର: ଆସିଗଲା UPI ‘Tap and Pay’; ଫୋନ ଛୁଆଁଇଲେ ହିଁ ହୋଇଯିବ ପେମେଣ୍ଟ

ନୂଆଦିଲ୍ଲୀ,୧୧।୯: UPI ମାଧ୍ୟମରେ ପେମେଣ୍ଟ କରିବାର ତରିକା ଏବେ ଆହୁରି ସହଜ ହେବାକୁ ଯାଉଛି। ନ୍ୟାସନାଲ ପେମେଣ୍ଟସ କର୍ପୋରେସନ ଅଫ ଇଣ୍ଡିଆ (NPCI) ସେପ୍ଟେମ୍ୱର ୨୦୨୬ରେ UPIର ଏକ ନୂଆ ‘ଟ୍ୟାପ ଆଣ୍ଡ ପେ’ (Tap and Pay) ଫିଚର ଉପସ୍ଥାପନ…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଜରୁରୀ। ଡିଜିଟାଲ ଫ୍ରଡ ଓ ସାଇବର ଠକେଇକୁ ରୋକିବା ପାଇଁ RBI…

ସେପ୍ଟେମ୍ୱର ୪ରେ କାମ କରିବନି UPI, ଜାଣନ୍ତୁ କେତେ ସମୟ ବନ୍ଦ ରହିବ?

ନୂଆଦିଲ୍‌ଲୀ,୨।୯: ଯଦି ଆପଣ ପ୍ରତିଦିନ SBI ର UPI ମାଧ୍ୟମରେ ପେମେଣ୍ଟ କରୁଛନ୍ତି, ତେବେ ୪ ସେପ୍ଟେମ୍ୱର ରାତିରେ ଟିକେ ସତର୍କ ରହିବାକୁ ପଡ଼ିବ। ବ୍ୟାଙ୍କ ସୂଚନା ଦେଇଛି ଯେ ରକ୍ଷଣାବେକ୍ଷଣ (maintenance) କାର୍ଯ୍ୟ ଯୋଗୁଁ କିଛି ସମୟ ପାଇଁ UPI…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ ଆପଣଙ୍କ ପାଇଁ ଏକ ବହୁତ କାମର ଖବର ରହିଛି! ଦେଶରେ ଦ୍ରୁତ ଗତିରେ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ ନେଇ ବିଚାର କରୁଛନ୍ତି। ଯଦିଓ ବର୍ତ୍ତମାନ ୟୁପିଆଇ ଉପରେ କୌଣସି ଶୁଳ୍କ (ଚାର୍ଜ)…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍ ସେଟଲମେଣ୍ଟ ସିଷ୍ଟମ୍ସ ଆକ୍ଟ’ରେ ସଂଶୋଧନ ବିଧେୟକ ଉପସ୍ଥାପନ କରିଛନ୍ତି। ଏହା ଜରିଆରେ ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?