ଦ୍ୱିତୀୟ ସ୍ଥାନରେ ଓଡ଼ିଆ ପୁଅ ଅନିମେଶ ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୬।୪: ୟୁପିଏସସି ସିଭିଲ୍ ସର୍ଭିସେସ୍ର ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ୨୦୨୩ ଆଇଏଏସ୍ ଫଳାଫଳ ଅନୁଯାୟୀ ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର ହୋଇଛନ୍ତି । ଦ୍ୱିତୀୟ ସ୍ଥାନରେ ଓଡ଼ିଆ ପୁଅ ଅନିମେଶ ପ୍ରଧାନ ରହିଛନ୍ତି । ତୃତୀୟ ସ୍ଥାନରେ ଡି.ଅନନ୍ୟା ରେଡ୍ଡୀ,...