ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ… ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ । ଅନେକ ଲୋକ ଲକ୍ଷ୍ୟ କରନ୍ତି ଯେ ସେମାନଙ୍କର ପରିସ୍ରାର ରଙ୍ଗ ସାଧାରଣ...