ନବୀନଙ୍କୁ କାଉଣ୍ଟର କଲେ ଭାଜପାର ଏହି ନେତ୍ରୀ, କହିଲେ ବିଜେଡି… ଭୁବନେଶ୍ୱର,୪ା୯: ବିଜେଡି ସୁପ୍ରିମୋ ବୁଧବାର ଭାଜପାକୁ କଡ଼ା ଟାର୍ଗେଟ୍ କରିଥିବା ବେଳେ ଭାଜପା ମଧ୍ୟ ଏହାର ପାଲଟା ଜବାବ ଦେଇଛି। ଭାଜପାର ମୁଖପାତ୍ର ଉର୍ମିଳା ମହାପାତ୍ର ନବୀନଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ବିଜେଡି ମହିଳାଙ୍କ ପାଇଁ କୁମ୍ଭୀର...