ଦନ୍ତା ଦଳିଦେବା ପରେ ପରିବାର ଲୋକେ କଲେ ଏମିତି କାମ, ଅମର ରହିଗଲେ ଊର୍ମିଳା ଦିଗପହଣ୍ଡି,୨୨ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଊର୍ମିଳା ରାଉତ(୫୧) ରବିବାର ସକାଳେ ଦନ୍ତା ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଛନ୍ତି। ଦିଗପହଣ୍ଡି ପୋଲିସ ତାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ…