ଆମେରିକାର ମାଲବାହୀ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଏଥିପାଇଁ ଇରାନ ଦାୟୀ ବୋଲି ଦାବି କଲା ତେହରାନ,୨।୬: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ହ୍ରାସ ପାଇବାର କୌଣସି ସଙ୍କେତ ଦେଖାଯାଉନାହିଁ। ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ମଧ୍ୟ ଅସ୍ଥିର ରହିଛି। ଏହି ସମୟରେ, ଦୁଇ ରାଷ୍ଟ୍ର ପରସ୍ପର ବିରୁଦ୍ଧରେ ଘନଘନ ଆକ୍ରମଣ ଜାରି ରଖିଛନ୍ତି। ଏହି ପୃଷ୍ଠଭୂମି ମଧ୍ୟରେ,…