ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ନୂଆଦିଲ୍ଲୀ ତାର ଶକ୍ତି ନୀତିରେ କୌଣସି ପରିବର୍ତ୍ତନ କରିଥିବା ନେଇ…