ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ଏକ ଖୋଲା ଚେତାବନୀ ଦେଇ କହିଛନ୍ତି ଯେ, ଯଦି ଆମେରିକା…