ଟ୍ରମ୍ପଙ୍କ ଏହି ନିଷ୍ପତ୍ତି ଯୋଗୁ ୨୦୩୦ ସୁଦ୍ଧା ମୃତ୍ୟୁମୁଖରେ ପଡ଼ିବେ ୧.୫ କୋଟି ଲୋକ! ଆସିଲା ଚାଞ୍ଚଲ୍ୟକର… ଓ୍ବାଶିଂଟନ୍,୧।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ବିଦେଶୀ ମାନବିକ ସହାୟତାରେ ବ୍ୟାପକ ହ୍ରାସ ଦ୍ୱାରା ୨୦୩୦ ସୁଦ୍ଧା ସାରା ବିଶ୍ୱରେ ଭୋକ ଏବଂ ମହାମାରୀରେ ୧.୪ କୋଟିରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇପାରେ। ମେଡିକାଲ ଜର୍ଣ୍ଣାଲ ଦି ଲାନସେଟ...