‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ
ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ ଦେଇଛି। ଗୁରୁବାର (୯ ଏପ୍ରିଲ) ଇସ୍ରାଏଲକୁ ଚେତାବନୀ ଦେଇ କହିଛି ଯେ ଲେବାନନ…
‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!
ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ଇସଲାମି ଗୁରୁବାର କହିଛି ଯେ ଆମେରିକା ସହିତ ଯେକୌଣସି ଯୁଦ୍ଧବିରତି ଆଲୋଚନା ପାଇଁ…


