‘ଆମେରିକା-ଭାରତ ଟ୍ରେଡ ଡିଲକୁ ନେଇ ଟ୍ରମ୍ପଙ୍କ ସହ ୮ଥର କଥା ହୋଇଛନ୍ତି ମୋଦି’, ଆମେରିକାକୁ ଜବାବ ଦେଲା ଭାରତ ନୂଆଦିଲ୍ଲୀ,୯।୧: ଆମେରିକା ଏବଂ ଭାରତ ମଧ୍ୟରେ ଚାଲିଥିବା ବାଣିଜ୍ୟ ଚୁକ୍ତି ଆଲୋଚନା ସମ୍ପର୍କରେ ଆମେରିକାର ବାଣିଜ୍ୟ ସଚିବ ହାୱାର୍ଡ ଲୁଟନିକଙ୍କ ବିବୃତ୍ତିକୁ ନେଇ ଏକ ଉଷ୍ମ ବିତର୍କ ଚାଲିଛି। ସେ ଦାବି କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦି ବାଣିଜ୍ୟ ଚୁକ୍ତି...