‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ.. ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ ମଧ୍ୟରେ ପ୍ରତିରକ୍ଷା, ବାଣିଜ୍ୟ ଏବଂ କୂଟନୈତିକ ସମ୍ପର୍କ ଏବଂ ଦୁଇ ରାଷ୍ଟ୍ର ମଧ୍ୟରେ…