ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା ଚୁକ୍ତିନାମାକୁ ଗ୍ରହଣ କରିଥାଇପାରେ । ଚାଇନା ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ମାଓ ନିଙ୍ଗ୍…