US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା ନିଷ୍କର୍ଷିତ ହେବା ପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଥିଲା। ଇରାନ କହିଛି…