ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ
ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି । ଏହି ସମୟରେ, ପାକିସ୍ତାନ କୂଟନୈତିକ ମୋର୍ଚ୍ଚାରେ ସକ୍ରିୟ ଥିବା ଜଣାପଡ଼ିଛି। ସୋମବାର ଦିନ…
‘ପାକିସ୍ତାନ ହିଁ ଏମିତି କରିପାରେ’; ଇସଲାମାବାଦରେ ଆମେରିକା-ଇରାନ ବାର୍ତ୍ତାକୁ ନେଇ…
ନୂଆଦିଲ୍ଲୀ,୧୨।୪: ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତାକୁ ନେଇ କଂଗ୍ରେସ ସାଂସଦ ଶଶି ଥରୁର ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ ଏହି ବାର୍ତ୍ତାରେ ଯେଉଁ ମଧ୍ୟସ୍ଥତା କରୁଛି, ତାହାକୁ ନେଇ ଥରୁର ଥଟ୍ଟା କରି…
ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’
ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ ହେବାକୁ ଥିବା ଶାନ୍ତି ଆଲୋଚନା ଯଦି ବିଫଳ ହୁଏ, ତେବେ ଆମେରିକା ଇରାନ…
ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ…
ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ ସମ୍ପୂର୍ଣ୍ଣ ଭାବେ ‘ହାଇ ଆଲର୍ଟ’ ଜାରି କରାଯିବା ସହ ପ୍ରତିନିଧିମାନଙ୍କ ସୁରକ୍ଷା ପାଇଁ…
Archives


