ଆମେରିକା-ଇରାନ ଶାନ୍ତି ଆଶା ମଉଳିଲା: ପ୍ରତିନିଧି ପଠାଇବା ନିଷ୍ପତ୍ତି ସ୍ଥଗିତ ରଖିଲେ ଟ୍ରମ୍ପ୍ ଇସ୍ଲାମାବାଦ/ଓ୍ବାଶିଂଟନ,୨୬ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ପ୍ରତିନିଧି ଭାବେ ଷ୍ଟିଭ୍ ଓ୍ବିଟ୍କଫ୍ ଏବଂ ଜାରେଡ କୁଶ୍ନେର ଇରାନ ସହ ଆଲୋଚନା ପାଇଁ ପାକିସ୍ତାନ ଗସ୍ତରେ ଯିବେନାହିଁ ବୋଲି ସେ କହିବା ପରେ ଦୁଇ ଦେଶ ମଧ୍ୟରେ ଶାନ୍ତି ସ୍ଥାପନ ଆଶା ମଉଳିଯାଇଛି।…