ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ… ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ ବିବୃତ୍ତି ଜାରି କରିଛି। ମନ୍ତ୍ରଣାଳୟ କହିଛି ଯେ, ଏହା ଆଶା କରୁଛି ଏହି…