ଆମେରିକାର ବଡ଼ ଦାବି: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଗୁରୁତର ଆହତ ୱାଶିଂଟନ୍,୧୩।୩: ଆମେରିକାର ପ୍ରତିରକ୍ଷା ସଚିବ ପିଟ୍ ହେଗସେଠ୍ ଏକ ବଡ଼ ଦାବି କରିଛନ୍ତି। ଇରାନର ନୂଆ ସୁପ୍ରିମ ଲିଡର ମୋଜତାବା ଖାମନେଇ ଗୁରୁତର ଆହତ ହୋଇଥିବା ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି। ଆକ୍ରମଣରେ ମୋଜତାବାଙ୍କ ଶରୀର ବିକୃତ ହୋଇଯାଇଥିବା ପ୍ରତିରକ୍ଷା…