ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ ମେଜର ଜେନେରାଲ ମାଜିଦ ଖାଦେମିଙ୍କ ମୃତ୍ୟୁ ଘଟିଛି। ଇରାନ ଏହି ଘଟଣା ସମ୍ପର୍କରେ…