ବିମାନ ଅପହରଣ ଉଦ୍ୟମ, ଯାତ୍ରୀଙ୍କ ଗୁଳିରେ ଦୁର୍ବୁତ୍ତ ମୃତ: ରିପୋର୍ଟ ନୂଆଦିଲ୍ଲୀ,୧୮।୪: ନିଉ ୟର୍କ ପୋଷ୍ଟର ରିପୋର୍ଟ ଅନୁଯାୟୀ, ବେଲିଜରେ ଗୁରୁବାର ଜଣେ ଛୁରୀ ଧରିଥିବା ଆମେରିକୀୟ ନାଗରିକ ଟ୍ରପିକ ଏୟାରର ଏକ ଛୋଟ ବିମାନ ଅପହରଣ ଚେଷ୍ଟା କରିଥିଲେ। ଏହି ଘଟଣାରେ ତିନି ଜଣ ଆହତ ହୋଇଥିବା ବେଳେ ଜଣେ...