ଇରାନ ଅଭିମୁଖେ ଆମେରିକାର ଯୁଦ୍ଧ ଜାହାଜ; ସବୁ ଧ୍ବଂସ କରିଦେବେ ନୂଆଦିଲ୍ଲୀ,୧୫ା୧: ଇରାନ ଅଭିମୁଖେ ଦ୍ରୁତ ଗତିରେ ଯାଉଛି ଆମେରିକା ଯୁଦ୍ଧ ଜାହାଜ। ବଢୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ଆମେରିକା ପ୍ରତିରକ୍ଷା ମୁଖ୍ୟାଳୟ ‘ପେଣ୍ଟାଗନ୍’ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି। ଦକ୍ଷିଣ ଚାଇନା ସାଗରରେ ମୁତୟନ ଥିବା ଆମେରିକାର ଏକ ଶକ୍ତିଶାଳୀ…