ଦ୍ୱିତୀୟ F-15E ପାଇଲଟଙ୍କୁ ଉଦ୍ଧାର କଲା ଆମେରିକା, ଟ୍ରମ୍ପ କହିଲେ ଆମେ ଆମର ଯୋଦ୍ଧାଙ୍କୁ… ଓ୍ବାଶିଂଟନ,୫।୪: ଗ୍ରାଉଣ୍ଡ ଅପରେଶନ ସମୟରେ ଆମେରିକା ଏହାର ଦ୍ୱିତୀୟ ପାଇଲଟଙ୍କୁ ଠାବ କରିଛି । ଦେଶରେ ସାମରିକ ଅଭିଯାନ ସମୟରେ ଇରାନ ଦ୍ୱାରା ଏକ ଆମେରିକୀୟ F-15E ବିମାନକୁ ଗୁଳି କରି ଖସାଇ ଦିଆଯାଇଥିଲା। ଏହି ଘଟଣା ସମୟରେ ବିମାନରେ ଥିବା…