ଭାରତ ପାଇଁ ଖୁସି ଖବର: ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପରେ ଟ୍ରମ୍ପ କଲେ ବଡ ଘୋଷଣା ନୂଆଦିଲ୍ଲୀ,୨।୨: ଭାରତ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତୀୟ ସାମଗ୍ରୀ ଉପରେ ଲାଗୁ ହୋଇଥିବା ଟ୍ୟାରିଫ୍ ବା ଆମଦାନୀ ଶୁଳ୍କକୁ ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ କରିବା ପାଇଁ…