ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ମିଳିଲା ଖୁସି ଖବର: ମିଳିଗଲା… ଓ୍ବାଶିଂଟନ୍,୫।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପାଞ୍ଚ ଦିନରୁ ଅଧିକ ସମୟ ଧରି ଚାଲିଛି। ଏହା ସତ୍ତ୍ୱେ ଆକ୍ରମଣ ହ୍ରାସ ପାଇବା ପରିବର୍ତ୍ତେ ବୃଦ୍ଧି ପାଉଛି। ଇରାନରେ ଯୁଦ୍ଧକୁ ସୀମିତ କରିବା ପାଇଁ ଆଗତ ଆମେରିକା ସିନେଟର…