Bangladesh Violence: ବାଂଲାଦେଶ ହିଂସା ଭିତରେ ବଡ଼ ଘୋଷଣା କଲେ ୟୁନୁସ୍, କହିଲେ ନିର୍ବାଚନ… ନୂଆଦିଲ୍ଲୀ,୨୩।୧୨: ଦୁଇ ଦୁଇଟି ହତ୍ୟା ପରେ ଜଳୁଛି ବାଂଲାଦେଶ । ଏହାରି ଭିତରେ ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ୍ ଫେବୃଆରୀ ୧୨ ତାରିଖରେ ସାଧାରଣ ନିର୍ବାଚନ କରିବା ପାଇଁ ପୁଣିଥରେ ତାଙ୍କର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି । ସେ କହିଛନ୍ତି...