ପୁଣି ମୁହାଁମୁହିଁ ହେଲେ ଆମେରିକା-ଇରାନ: ବଡ଼ ଆକ୍ରମଣ କଲା ଓ୍ବାଶିଂଟନ୍ ତେହରାନ,୨୭।୬:ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ କରିଛି। ଆମେରିକା ଇରାନୀ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ସ୍ଥାନଗୁଡ଼ିକୁ ଟାର୍ଗେଟ କରିଥିଲା। ହର୍ମୁଜ ପ୍ରଣାଳୀରେ ଏକ ମାଲବାହୀ ଜାହାଜ ଉପରେ ଡ୍ରୋନ ଆକ୍ରମଣର ଜବାବରେ ଏହି ଆକ୍ରମଣ…