ପ୍ରଧାନମନ୍ତ୍ରୀ ଦେଶକୁ ବିକ୍ରି କରିଦେଇଛନ୍ତି: ରାହୁଲ ଗାନ୍ଧୀଙ୍କ ବିସ୍ଫୋରକ ଅଭିଯୋଗ ନୂଆଦିଲ୍ଲୀ,୩।୨: ଆମେରିକା ସହ ହୋଇଥିବା ବାଣିଜ୍ୟ ଚୁକ୍ତିକୁ ନେଇ ସବୁଆଡେ ଚର୍ଚ୍ଚା ଲାଗି ରହିଛି। ଏହାରି ମଧ୍ୟରେ ବିରୋଧୀ ଦଳ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ମଙ୍ଗଳବାର ସଂସଦ ବାହାରେ ଗଣମାଧ୍ୟମକୁ ସୂଚନା ଦେଇ ସେ…