ଭାରତ ଠାରୁ ୨ଲକ୍ଷ କୋଟି ଟଙ୍କାର ଋଣ ନେଇଛନ୍ତି ଟ୍ରମ୍ପ, ଚାଞ୍ଚଲ୍ୟକର ଖୁଲାସା… ନୂଆଦିଲ୍ଲୀ, ୨।୬: ଆମେରିକା ସଂଯୁକ୍ତ ରାଷ୍ଟ୍ର ଭାରତକୁ ପ୍ରାୟ ଦୁଇ ଲକ୍ଷ କୋଟି ଟଙ୍କା (୨୧୬ ବିଲିୟନ ଡଲାର) ଦେବ ଏବଂ ତାହା ପୁଣି ଋଣ ପରିଶୋଧ ପାଇଁ। ଏନେଇ ଜାତୀୟ ଗଣମାଧ୍ୟମରେ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ ପାଇଛି। ଆମେରିକା ଟ୍ରେଜୁରୀ…