ଯୁଦ୍ଧରେ ଫସିଗଲା ଆମେରିକା: ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଲା ସଂଘର୍ଷ
ଓ୍ବାଶିଂଟନ୍,୨୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଏକ ନୂତନ ମୋଡ଼ରେ ପହଞ୍ଚିବା ପରି ମନେ ହେଉଛି। ପ୍ରାୟ ୨୦ ଦିନ ଧରି ଚାଲିଥିବା ଏହି ଯୁଦ୍ଧରେ ଆମେରିକାର ବହୁ ସାମରିକ କ୍ଷତି ହୋଇଛି। ରିପୋର୍ଟ ଅନୁଯାୟୀ, ଏପର୍ଯ୍ୟନ୍ତ…
ଭାରତକୁ ବଡ଼ ଝଟ୍କା ଦେବ ଆମେରିକା: ଆରମ୍ଭ ହୋଇଗଲା…
ଓ୍ବାଶିଂଟନ୍,୧୨।୩: ଆମେରିକାର ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ବିଦେଶୀ ଶିଳ୍ପ ଉତ୍ପାଦନ ଉପରେ ଏକ ନୂତନ ବାଣିଜ୍ୟ ତଦନ୍ତ ଆରମ୍ଭ କରିଛି। ରିପୋର୍ଟ ଅନୁଯାୟୀ, ଆମେରିକାର ସୁପ୍ରିମକୋର୍ଟ ଏକ ଆର୍ଥିକ ଜରୁରୀକାଳୀନ ପରିସ୍ଥିତିକୁ ନଜରରେ ରଖି ଟ୍ରମ୍ପଙ୍କ ପୂର୍ବ ଆମଦାନୀ ଶୁଳ୍କକୁ ପ୍ରତ୍ୟାହାର…
ମଦ, ଫଳ, ଡ୍ରାଏ ଫ୍ରୁଟ୍ସ, ସୋୟାବିନ ତେଲ ଏସବୁ ହୋଇଯିବ ଖୁବ ଶସ୍ତା, ଆମେରିକା ସହିତ ବାଣିଜ୍ୟ ଚୁକ୍ତି ପରେ ଆଉ କ’ଣ ଶସ୍ତା ହେବ?ଜାଣନ୍ତୁ…
ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଟ୍ରମ୍ପ ପ୍ରଶାସନ ଭାରତ ଉପରେ ଲଗାଯାଇଥିବା ଅତିରିକ୍ତ ୨୫ ପ୍ରତିଶତ ଶୁଳ୍କ ଉଠାଇ ଦେଇଛି ଏବଂ ଏକ ସ୍ପଷ୍ଟ ଧମକ ବଜାୟ ରଖିଛି ଯେ ଯଦି ଭାରତ ରୁଷିଆରୁ ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ତୈଳ ଆମଦାନୀ ପୁଣି ଆରମ୍ଭ କରେ…
ପୁଣି ଧମକ ଦେଲେ ଟ୍ରମ୍ପ: ଯଦି ରୁଷିଆ-ୟୁକ୍ରେନ ଯୁଦ୍ଧ ବନ୍ଦ ନ ହୁଏ…
ଓ୍ବାଶିଂଟନ,୧୯।୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବନ୍ଦ କରିବା ପାଇଁ ଆଲୋଚନାରେ ବିଳମ୍ବକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିରାଶା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ରୁଷିଆ କିମ୍ବା ୟୁକ୍ରେନ ଯୁଦ୍ଧ ବନ୍ଦ କରିବାକୁ ପ୍ରସ୍ତୁତ ମନେ ହେଉନାହିଁ,…
ସୋସିଆଲ୍ ମିଡିଆ ‘ଟ୍ରୁଥ୍’ରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ମୋଦି: ପ୍ରଥମେ ଏହି ୨ ଜଣଙ୍କୁ କଲେ ଫଲୋ
ନୂଆଦିଲ୍ଲୀ,୧୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଯୋଗ ଦେଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଯୋଗଦେବା ପରେ ପ୍ରଧାନମନ୍ତ୍ରୀ ମୋଦି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଏକ ସ୍ବତନ୍ତ୍ର…
ଜେଲେନସ୍କିଙ୍କ ସହ ମୁହାଁମୁହିଁ ହେବା ପରେ ୟୁକ୍ରେନକୁ ସାମରିକ ସହାୟତା ବନ୍ଦ କଲେ ଟ୍ରମ୍ପ
ନୂଆଦିଲ୍ଲୀ,୪।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ୟୁକ୍ରେନକୁ ସାମରିକ ସହାୟତା ବନ୍ଦ କରିଛନ୍ତି। ଜଣେ ହ୍ୱାଇଟ୍ ହାଉସ୍ ଅଧିକାରୀ କହିଛନ୍ତି, ଯାହା ରୁଷ ସହିତ ଶାନ୍ତି ଆଲୋଚନା ପାଇଁ ରାଜି ହେବା ପାଇଁ କିଭ୍ ଉପରେ ଚାପକୁ ତୀବ୍ର ଭାବରେ…
ଟ୍ରମ୍ପ୍ଙ୍କ ଟାରିଫ୍କୁ ଡବ୍ଲ୍ୟୁଟିଓରେ ଚ୍ୟାଲେଞ୍ଜ କଲା ଚାଇନା
ଓ୍ବାଶିଂଟନ,୬।୨: ଚାଇନାରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ୧୦ ପ୍ରତିଶତ ଆମଦାନୀ ଶୁଳ୍କ ଲଗାଇଥିବାରୁ ବେଜିଂ ବିଶ୍ୱ ବାଣିଜ୍ୟ ସଂଗଠନ (ଡବ୍ଲ୍ୟୁଟିଓ)ରେ ଏହାକୁ ଚ୍ୟାଲେଞ୍ଜ କରିଛି। ଉକ୍ତ ନୂଆ ଟାରିଫ୍ ସହ କମ୍ ମୂଲ୍ୟର ସାମଗ୍ରୀ…
ଗୋଟିଏ ପରେ ଗୋଟିଏ ଜାତିସଂଘ ପରିଷଦରୁ ଅଲଗା ହେଉଛି ଆମେରିକା, ସହାୟତା ରାଶି ଉପରେ ଲାଗିଲା ରୋକ୍
ନ୍ୟୁୟର୍କ, ୫।୨: ଜାତିସଂଘ ମାନବ ଅଧିକାର ପରିଷଦ (ୟୁଏନ୍ଏଚ୍ଆର୍ସି)ରୁ ଆମେରିକା ଅଲଗା ହୋଇଛି। ଏନେଇ ଏକ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶରେ ବୁଧବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଦସ୍ତଖତ କରିଛନ୍ତି। ଏହି ସରକାରୀ ନିର୍ଦ୍ଦେଶ ଅନୁଯାୟୀ, ପାଲେଷ୍ଟେନୀୟ ଶରଣାର୍ଥୀମାନଙ୍କ ପାଇଁ ଆମେରିକା ପକ୍ଷରୁ…
ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଭାରତ ପ୍ରସ୍ତୁତ କରିବ ଆଉଟ ଅଫ ସିଲାବସ ଷ୍ଟ୍ରାଟେଜି, ଖୁଲାସା କଲେ ଏସ. ଜୟଶଙ୍କର
ନୂଆଦିଲ୍ଲୀ,୩୧।୧: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ “ଆମେରିକୀୟ ରାଷ୍ଟ୍ରବାଦୀ” ଭାବରେ ବର୍ଣ୍ଣନା କରି କହିଛନ୍ତି ଯେ ଟ୍ରମ୍ପ ପ୍ରଶାସନ ସହିତ ମୁକାବିଲା କରିବା ପାଇଁ ଭାରତକୁ “ପାଠ୍ୟକ୍ରମ ବାହାରେ(ଆଉଟ ଅଫ ସିଲାବସ)” ବୈଦେଶିକ ନୀତି…
ୟୁଏନ୍ଏସ୍ସିରେ ଭାରତର ସ୍ଥାୟୀ ସଦସ୍ୟତାକୁ ବ୍ରିଟେନ୍ର ସମର୍ଥନ: ପୂର୍ବରୁ ଆମେରିକା, ଫ୍ରାନ୍ସ ସମର୍ଥନ ଜଣାଇଥିଲେ
ନୂଆଦିଲ୍ଲୀ,୨୭ା୯: ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍ଏସ୍ସି)ରେ ଭାରତକୁ ସ୍ଥାୟୀ ସଦସ୍ୟ ଭାବେ ସାମିଲ କରିବା ନିମନ୍ତେ ସମର୍ଥନ ବଢ଼ିବାରେ ଲାଗିଛି। ପୂର୍ବରୁ ଆମେରିକା ଏବଂ ଫ୍ରାନ୍ସ ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ ଜଣାଇଥିବାବେଳେ ଶୁକ୍ରବାର ଜାତିସଂଘ ସାଧାରଣ ସଭାର ୭୯ତମ ଅଧିବେଶନରେ…
”ଆମକୁ ହାଲୁକାରେ ନିଅ ନାହିଁ”, ମୋଦି-ପୁଟିନ ଭେଟଘାଟ ପରେ ରାଗରେ ନିଆଁବାଣ ଆମେରିକା
ନୂଆଦିଲ୍ଲୀ,୧୨ା୭: ଭାରତରେ ଆମେରିକାର ରାଷ୍ଟ୍ରଦୂତ ଏରିକ ଗାରସେଟୀ ଗୁରୁବାର କହିଛନ୍ତି ଯେ ଭାରତ-ଆମେରିକା ସମ୍ପର୍କ ପୂର୍ବ ଅପେକ୍ଷା ଅଧିକ ବ୍ୟାପକ ଏବଂ ଗଭୀର, କିନ୍ତୁ ଏହା ଏତେ ଗଭୀର ନୁହେଁ ଯେ ”ହାଲୁକାରେ ନେଇଯିବେ”। ଦିଲ୍ଲୀରେ ଏକ ପ୍ରତିରକ୍ଷା କନକ୍ଲେଭକୁ ସମ୍ବୋଧିତ…
ଆମେରିକାଠାରୁ ଲଜ୍ଜାଜନକ ପରାଜୟ ପରେ ପାକିସ୍ତାନ ଉପରେ ଲାଗିଲା ବଲ୍ ଟାମ୍ପରିଂ ଅଭିଯୋଗ
ଟେକ୍ସାସ,୭।୬: ଚଳିତ ଟି-୨୦ ବିଶ୍ୱକପରେ ପାକିସ୍ତାନ ଆମେରିକା ଭଳି ନବାଗତ ଦଳଠାରୁ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ଏହାପରେ ପ୍ରଶଂସକମାନେ ଏବଂ ପୂର୍ବତନ ବରିଷ୍ଠ ଖେଳାଳିମାନେ ବାବର ଆଜମଙ୍କ ଦଳକୁ କଡ଼ା ସମାଲୋଚନ କରୁଛନ୍ତି। ତେବେ ଏତିକିରେ ପାକିସ୍ତାନ ପାଇଁ ସମସ୍ୟା…
Archives


