ରାଉରକେଲା ବିମାନ ଦୁର୍ଘଟଣାସ୍ଥଳରେ ପରିବହନ ସଚିବ ଉଷା ପାଢ଼ୀ ରାଉରକେଲା,୧୧ା୧: ରାଉରକେଲା ଚାର୍ଟର ବିମାନ ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି ପରିବହନ ସଚିବ ଉଷା ପାଢ଼ୀ। ଏହି ଦୁର୍ଘଟଣାର ତଦନ୍ତ କରିବ AAIB ଓ DGCA। କେମିତି ଦୁର୍ଘଟଣା ହେଲା ଏବଂ କାହିଁକି ଫୋର୍ସ ଲ୍ୟାଣ୍ଡିଂ କରାଗଲା ତାହାର ତଦନ୍ତ କରିବେ। ବରିଷ୍ଠ ଅଧିକାରୀଙ୍କ…