ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ… ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ICAR (ନୂଆଦିଲ୍ଲୀ) ଏବଂ ICAR-CIFA (ଭୁବନେଶ୍ୱର)ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ…