Tag Archives: utkal divas

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦ ତମ ଓଡିଶା ଦିବସ ପାଳନ ହୋଇଯାଇଛି । ଏହି ସମୟରେ ଜିଲା ସୂଚନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ କାର୍ଯ୍ୟାଳୟରୁ ଥାନା ଛକରେ ଥିବା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ଶୋଭାଯାତ୍ରା…

ଆମେରିକାରେ ‘ଉତ୍କଳ ଦିବସ’

ଫ୍ଲୋରିଡ଼ା,୭।୪: ରାଜ୍ୟ ସରକାରଙ୍କ ଘୋଷଣା ଅନୁଯାୟୀ ସାରା ରାଜ୍ୟରେ ପ୍ରଥମ ଥର ପାଇଁ ‘ଓଡ଼ିଆ ପକ୍ଷ’ ପାଳନ ହେବା ସମୟରେ ସୁଦୂର ଆମେରିକାରେ ପାଳନ କରାଯାଇଛି ଉତ୍କଳ ଦିବସ। ପ୍ରବାସୀ ଓଡ଼ିଆ ଅନୁଷ୍ଠାନ ‘ଫ୍ଲୋରିଆ’ ତରଫରୁ ଆମେରିକାର ଦକ୍ଷିଣ-ପୂର୍ବରେ ଅବସ୍ଥିତ‘ଫ୍ଲୋରିଡା’ ରାଜ୍ୟର…

ଓଡ଼ିଆ ଭାଷା-ସଂସ୍କୃତି ହେଉଛି ଆମର ସ୍ବତନ୍ତ୍ର ପରିଚୟ

ରାଇକିଆ, ୨।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ନାଗରିକ ମଞ୍ଚ ତରଫରୁ ଓଡ଼ିଶା ଦିବସ ପାଳନ ହୋଇଯାଇଛି । ସଭାପତି ଦୁର୍ଯ୍ୟୋଧନ ଲେଙ୍କାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମଞ୍ଚ ସାଧାରଣ ସମ୍ପାଦକ ମାନେଶ୍ୱର୍‌ ଦିଗାଳ ଅତିଥିମାନଙ୍କୁ ସ୍ବାଗତ କରିବା ସହ ପରିଚଳନା…

ଦିଲ୍ଲୀରେ ପାଳନ ହେବ ‘ଓଡ଼ିଶା ପର୍ବ’: ଘୋଷଣା କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା

ଭୁବନେଶ୍ୱର,୧।୪: ଉତ୍କଳ ଦିବସରେ ବଡ଼ ଘୋଷଣା କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା। ଦିଲ୍ଲୀରେ ଓଡ଼ିଶା ପର୍ବ ଧୂମଧାମରେ ପାଳନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଉତ୍କଳ ଦିବସ ଅବସରରେ ଦିଲ୍ଲୀ ସ୍ଥିତ ଜଗନ୍ନାଥ ମନ୍ଦିର ଦର୍ଶନ କରି ମହାପ୍ରଭୁଙ୍କୁ ପୂଜାର୍ଚ୍ଚନା…

ଭଞ୍ଜନଗରରେ ଉତ୍କଳ ଦିବସ ପାଳନ: ବରପୁତ୍ରଙ୍କୁ ଶ୍ରଦ୍ଧାଞ୍ଜଳି

ଭଞ୍ଜନଗର,୧।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମଙ୍ଗଳବାର ଉତ୍କଳ ଦିବସ ପାଳନ ହୋଇଯାଇଛି। ସକାଳେ ସହରର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ…

ଉତ୍କଳ ଦିବସର ଶୁଭେଚ୍ଛା: ଓଡ଼ିଆରେ ପ୍ରଧାନମନ୍ତ୍ରୀ ମୋଦି କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୧।୪: ଆଜି ସାରା ରାଜ୍ୟରେ ଉତ୍କଳ ଦିବସ ପାଳନ କରାଯାଉଛି। ପ୍ରତିଟି ଓଡ଼ିଶା ପାଇଁ ଗର୍ବ ଏବଂ ଗୌରବର ବିଷୟ। ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ବତନ୍ତ୍ର ଉତ୍କଳ ପ୍ରଦେଶ। ଅନେକ ବରପୁତ୍ରଙ୍କ ଅବଦାନ ଯୋଗୁ ଏହା ସମ୍ଭବ…

ଉତ୍କଳକୁ ବିରୋଧ:କୋଶଲ ସଂଗ୍ରାମୀଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼, ୧।୪(ପ୍ରେମାନନ୍ଦ ଖମାରୀ): ଆଜି ସାରା ରାଜ୍ୟରେ ଉତ୍କଳ ଦିବସ ଧୂମଧାମରେ ପାଳନ କରାଯାଉଛି। ତେବେ ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ଦାବିରେ କୋଶଲ ସଂଗଠନ ସମୂହ ଉତ୍କଳ ଦିବସ ଏବଂ ବନ୍ଦେ ଉତ୍କଳ ଜନନୀକୁ ବିରୋଧ କରି ଆସୁଛନ୍ତି। ଏଥର…

ଉତ୍କଳ ଦିବସରେ ମନେ ପଡ଼ନ୍ତି ଓଡ଼ିଆ ବରପୁତ୍ର…

ଭୁବନେଶ୍ୱର,୧ା୪: ଆଜି ହେଉଛି ଉତ୍କଳ ଦିବସ। ଏପ୍ରିଲ ୧ ତାରିଖଟି ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିନ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ଏହି ଦିନ ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ  ଓଡ଼ିଶା ସ୍ବତନ୍ତ୍ର ପ୍ରଦେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri