Utkal Sangeet Mahavidyalay

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀ ନିର୍ଯାତନା ଘଟଣା: ଅଭିଯୁକ୍ତ ଅଧ୍ୟାପକ ବହିଷ୍କୃତ, ଥାନାରେ ଅଟକ

ଭୁବନେଶ୍ୱର,୪ା୧୨: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ଘଟଣାରେ କଲେଜ କର୍ତ୍ତୃପକ୍ଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଛାତ୍ରୀମାନଙ୍କୁ କାଷ୍ଟିଂ କାଉଚ୍‌ ଓ ଅଶାଳୀନ ଆଚରଣରେ ନିର୍ଯାତନା…

3 days ago