ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ପରୀକ୍ଷାରେ ତ୍ରୁଟି, ଅଭିଯୋଗ ପରେ ପରୀକ୍ଷା ବାତିଲ ଭୁବନେଶ୍ୱର,୨୮ା୪: ଉତ୍କଳ ସ୍କଂସ୍କୃତି ବିଶ୍ବବିଦ୍ୟାଳୟ ୭ମ ସେମିଷ୍ଟର ପରୀକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ଭିଜୁଆଲ ଆର୍ଟର ୭୦୨ନଂ ପେପର ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ହୋଇଛି। ୧୦ଟି ପ୍ରଶ୍ନରୁ ୧୦ଟି ଯାକ ଭୁଲ୍ ଥିବା ପରୀକ୍ଷାର୍ଥୀମାନେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ପରୀକ୍ଷାକୁ…